Browsing Tag

kandujhar

ସତସଙ୍ଗରୁ ଫେରିବା ବେଳେ ଦୁର୍ଘଟଣା, ୪ ମୃତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସତସଙ୍ଗରୁ ଫେରିବା ବେଳେ ଘଟିଲା ମର୍ମନ୍ତୁଦ ଦୁର୍ଘଟଣା । କାରଟି ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ ଗଛରେ ପିଟିହେଲା । ଘଟଣା ସ୍ଥଳରେ ହିଁ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଏଭଳି ଦୁଃଖଦ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ପାଟଣା ଥାନା…