କେନ୍ଦ୍ରାପଡ଼ା ଲୋକସଭା ନିର୍ବାଚନମଣ୍ଡଳୀ ବିଜେଡି, ବିଜେପି ପ୍ରାର୍ଥୀଙ୍କୁ ଭାରି ପଡ଼ିବ ଦଳୀୟ ଅନ୍ତର୍ଦ୍ୱନ୍ଦ୍ୱ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଉପରେ ରାଜନୈତିକ ଦଳଗୁଡ଼ିକର ଫୋକସ୍ ରହିଛି । କେନ୍ଦ୍ରାପଡ଼ା ଜିଲାରେ ୪ର୍ଥ ତଥା ଶେଷ ପର୍ଯ୍ୟାୟରେ ସାଧାରଣ ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ । ଏହି କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନମଣ୍ଡଳୀ ଅଧୀନ ୭ ବିଧାନସଭା ଆସନରେ…