ହାସ୍ୟ ଅଭିନେତା ସଲିଲ ମିତ୍ରଙ୍କ ବିୟୋଗ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଲିଉଡ଼ର ହାସ୍ୟ ଅଭିନେତା ସଲିଲ ମିତ୍ରଙ୍କ ସୋମବାର ବିଳମ୍ବିତ ରାତିରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ହୋଇଥିଲା । ସଲିଲଙ୍କ ବିୟୋଗରେ ଓଲିଉଡ ଜଗତ ଓ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି । ଓଡ଼ିଆ ଚଳଚ୍ଚିତ୍ର ସହିତ ଧାରାବାହିକରେ…