କେନ୍ଦୁପତ୍ର ସଂଗ୍ରହ ମୂଲ୍ୟରେ ବୃଦ୍ଧି
ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟ ସରକାରଙ୍କ ନିଷ୍ପତ୍ତି । କେନ୍ଦୁପତ୍ର ସଂଗ୍ରହ ମୂଲ୍ୟରେ ବୃଦ୍ଧି । ଉପକୃତ ହେବେ ୭.୫୦ ଲକ୍ଷ କେନ୍ଦୁପତ୍ର ତୋଳାଳୀ ପାଇବେ ୨୪୦ କୋଟି ଟଙ୍କା । ବୋନସ ଓ ଅନ୍ୟାନ୍ୟ ଭତ୍ତା ପାଇଁ ୧୨୦ କୋଟି ଟଙ୍କା ମଞ୍ଜୁର । ଉପକୃତ ହେବେ ୮ ଲକ୍ଷ କେନ୍ଦୁପତ୍ର…