କିଡ୍ନୀ ଜନିତ ସମସ୍ୟାରୁ ଦୂରେଇ ରହିବା ପାଇଁ ଜୀବନଶୈଳୀରେ ପରିବର୍ତନ ଆବଶ୍ୟକ
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭାରତରେ ପ୍ରତି ୧ ଲକ୍ଷରେ ୮୦ ଜଣ ବ୍ୟକ୍ତି କିଡ୍ନୀ ଜନିତ ସମସ୍ୟାରେ ପୀଡ଼ିତ ଥିବା ବେଳେ ସାରା ବିଶ୍ୱରେ କିଡ୍ନୀ ରୋଗୀଙ୍କ ସଂଖ୍ୟା ପ୍ରାୟ ୮୦ କୋଟିରେ ପହଂଚିଛି । ଏମାନଙ୍କ ମଧ୍ୟରୁ ୫୦ ପ୍ରତିଶତ ରୋଗୀ ଅବସ୍ଥା ଜଟିଳ ହେବା ସମୟରେ ହସ୍ପିଟାଲ୍କୁ…