କିଟରେ ସର୍ବଭାରତୀୟ ଆନ୍ତଃବିଶ୍ୱବିଦ୍ୟାଳୟ ଦୌଡ଼କୁଦ ମହିଳା ଚାମ୍ପିଅନ୍ସିପ୍ ଉଦ୍ଯାପିତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କିଟ୍ ବିଶ୍ୱବିଦ୍ୟାଳୟରେ ଚାଲୁଥିବା ୮୧ତମ ସର୍ବଭାରତୀୟ ଆନ୍ତଃବିଶ୍ୱବିଦ୍ୟାଳୟ ଦୌଡ଼କୁଦ ମହିଳା ଚାମ୍ପିଅନ୍ସିପ୍ ଉଦ୍ଯାପିତ ହୋଇଯାଇଛି। ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘର ପ୍ରତ୍ୟକ୍ଷ ତତ୍ତ୍ୱାବଧାନ, କିସ୍ ବିଶ୍ୱବିଦ୍ୟାଳୟ ସହଯୋଗରେ କିଟ୍ ବିଶ୍ୱବିଦ୍ୟାଳୟ…