ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗରେ ପୁଣି କିଟ୍ର ସଫଳତା, ରାଜ୍ୟରେ ଶ୍ରେଷ୍ଠ ସ୍ଥାନରେ କିଟ୍
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): କିଟ୍ ବିଶ୍ୱବିଦ୍ୟାଳୟ ଅନ୍ତର୍ଜାତିକ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗରେ ପୁନଶ୍ଚ ସଫଳତା ହାସଲ କରିଛି । ମଙ୍ଗଳବାର ଟାଇମ୍ସ ହାଇଅର ଏଜୁକେସନ୍ ପକ୍ଷରୁ ପ୍ରକାଶ ପାଇଛି ବିଶ୍ୱର ଶ୍ରେଷ୍ଠ ୟଙ୍ଗ ୟୁନିଭରସିଟି ତାଲିକା । ୫୦ବର୍ଷରୁ କମ୍ ସମୟ ମଧ୍ୟରେ…