କିମ୍ସ କୋଭିଡ ହସ୍ପିଟାଲର ୧୧୦ ନର୍ସ ଓ ପାରାମେଡିକାଲ ଷ୍ଟାଫ୍ ଘରକୁ ଫେରିଲେ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କିମ୍ସ କୋଭିଡ ହସ୍ପିଟାଲ ସଂକ୍ରମିତଙ୍କୁ ଚିକିତ୍ସା କରୁଥିବା ୧୧୦ ଜଣ ନର୍ସ, ପାରାମେଡିକାଲ ଷ୍ଟାଫ ଅନ୍ୟ କର୍ମଚାରୀ ଆଜି ଘରକୁ ଫେରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ସେମାନେ ୧୪ ଦିନକାର୍ଯ୍ୟ କରିବା ପରେ ୧୪ ଦିନ ସଂଗରୋଧରେ ରହିଥିଲେ। ପରେ ସେମାନଙ୍କ ରିପୋର୍ଟ…