Browsing Tag

konark tepmle

ଆଜିଠୁ ଖୋଲିଲା ବିଶ୍ବ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିଲା ବିଶ୍ବ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର। ଏଏସଆଇ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି। କରୋନା ସଂକ୍ରମଣ ଯୋଗୁଁ ସୂର୍ଯ୍ୟ ମନ୍ଦିର ବନ୍ଦ ରହିଥିଲା। ମାର୍ଚ୍ଚ ୧୬ ତାରିଖରୁ ସୂର୍ଯ୍ୟ ମନ୍ଦିରକୁ ପ୍ରତ୍ନତତ୍ତ୍ବ ବିଭାଗ ପକ୍ଷରୁ…