କୋରାପୁଟରୁ ଟାଟା କିଣିଲା ‘କଫି’
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭାରତ କାହିଁକି ବିଶ୍ୱ ଚାଖିବ କୋରାପୁଟ କଫିର ସ୍ୱାଦ। କୋରାପୁଟ କଫି ବିନ୍କୁ ପକ୍ରିୟାକରଣ କରି ବିଶ୍ୱ ବଜାରରେ ଛାଡିବ ବହୁଦେଶୀୟ କମ୍ପାନି ଟାଟା। ଶନିବାର କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ୨୭୮ହଜାର ୭୯୦ କେଜି କଫି ବିନ୍ ଟାଟାକୁ ବିକ୍ରି କରାଯାଇଛି।
କୋରାପୁଟ…