ଜାନୁଆରୀ ୨୦ରୁ ‘ କୃଷି ଓଡ଼ିଶା ‘ , ଯୋଗଦେବେ ୧୧୨ କମ୍ପାନୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଜାନୁଆରୀ ୨୦ ରୁ ୨୪ ତାରିଖ ପର୍ଯ୍ୟନ୍ତ ଜନତା ମୈଦାନରେ ଆୟୋଜିତ ହେଉଥିବା ୫ ଦିନିଆ “କୃଷି ଓଡିଶା”କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ । ସେହିପରି ଜାନୁଆରୀ ୨୪ ତାରିଖରେ ଆୟୋଜିତ ଉଦଯାପନୀ ସନ୍ଧ୍ୟାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି…