Browsing Tag

labour

୧ ଲକ୍ଷ ୩ ହଜାର ଲାଞ୍ଚ ନେଉଥିବା ସମୟରେ ଧରିଲା ଭିଜିଲାନ୍ସ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଫରେଷ୍ଟର । ୧ ଲକ୍ଷ ୩ ହଜାର ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ପଞ୍ଜାରେ ପଡିଲେ ବଲାଙ୍ଗୀର ଜିଲ୍ଲା ବଂଗମୁଣ୍ଡା ରେଞ୍ଜ ସିନ୍ଧିକେଲା ଫରେଷ୍ଟର ହରିହର ସ୍ବାଇଁ । ବନ ବିଭାଗ ଅଧୀନରେ ଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ…

ବଢିଲା ଶ୍ରମିକଙ୍କ ଦୈନିକ ମଜୁରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟ ସରକାର ଶ୍ରମିକଙ୍କ ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ସବୁ ଶ୍ରେଣୀର ଶ୍ରମିକଙ୍କ ଦୈନିକ ମଜୁରୀ ୫ଟଙ୍କା ୪୦ ପଇସା ଲେଖାଏଁ ବୃଦ୍ଧି କରାଯାଇଛି। ରାଜ୍ୟରେ କୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ୩୯୩ ଟଙ୍କ ୪୦ ପଇସାକୁ ବୃଦ୍ଧି କରାଯାଇଛି। ସେହିପରି ଅର୍ଦ୍ଧ କୁଶଳୀ…