Browsing Tag

laghuchap

ଆଣ୍ଡାମାନ ସଗାରରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର, ୧୩/୧୧: ନିମ୍ନଚାପ ରେଖା ପ୍ରଭାବରେ ରାଜ୍ୟରେ ବର୍ଷା ହେଉଛି। ଉତ୍ତର ତାମିଲନାଡୁରୁ ଓଡିଶା ଉତ୍ତର ଉପକୂଳ ଅଂଚଳ ଉପରେ ଟ୍ରାପ ଲାଇନ ରହିଛି। ଏହା ଆଜି ମଧ୍ୟ ସକ୍ରିୟ ରହିଛି। ଯାହାପ୍ରଭାବରେ ବର୍ଷା ହେଉଛି। ଆଜି ୪ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ(yellow warning) ଜାରି କରିଛି…

ଆଗକୁ ଦୁଇଟି ଲଘୁଚାପ

ଆସନ୍ତା ୧୧ରୁ ୧୩ ତାରିଖ ଯାଏ ରାଜ୍ୟରେ ହାଲୁକା ବର୍ଷା ହେବ । ମେଘୁଆ ପାଗ ସହ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ସମେତ ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ଏହି ପୂର୍ବାନୁମାନ କରିଛି । ମଙ୍ଗଳବାର ତାମିଲନାଡୁ ସଂଲଗ୍ନ…

ଦକ୍ଷିଣ ଓଡ଼ିଶାରେ ଆସୁଛି ଆଉ ଏକ ଲଘୁଚାପ

ଆସନ୍ତା ୯ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଆଖପାଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ। ବିଶେଷକରି ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ ଆଣ୍ଡାମାନ ସାଗରେ ସୃଷ୍ଟ ଘୂର୍ଣ୍ଣିବଳୟ

ଧୀରେ ଧୀରେ ଘନୀଭୂତ ହେଉଛି ଘୂର୍ଣ୍ଣିବଳୟ । ବିଳମ୍ବ ହେଉଛି ଲଘୁଚାପ । ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ୧୫ କିମ୍ବା ୧୬ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ…

ଆସୁଛି ଆଉ ଏକ ବଡ଼ ଲଘୁଚାପ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ଏହା ପଶ୍ଚିମବଙ୍ଗ ଉପକୂଳରେ ଘନୀଭୁତ ହେବା ପରେ ଉତ୍ତର ଦିଗକୁ ଗତି କରିବ ବୋଲି ପୂ୍ର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ…