Browsing Tag

letter to piyus

ପୀୟୂଷଙ୍କୁ ରଣେନ୍ଦ୍ରଙ୍କ ଚିଠି : ବକେୟା ଦିଅ, ଚାଉଳ ନିଅ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଓଡ଼ିଶାକୁ ଧାନ ସଂଗ୍ରହ ବାବଦ ବକେୟା ସବସିଡି ଅର୍ଥ ପ୍ରଦାନ, ବଳକା ଚାଉଳ ଉଠାଣ, ଭାରତୀୟ ଖାଦ୍ୟ ନିଗମରୁ ଗହମ ଉଠାଣ ଏବଂ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଶତପ୍ରତିଶତ ଚାଉଳ ଯୋଗାଣ ଆଦି ସମସ୍ୟାର ତୁରନ୍ତ ସମାଧାନ ପାଇଁ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ…