୮ ତାରିଖ ସକାଳ ସୁଦ୍ଧା ଏକ ଅବପାତରେ ପରିଣତ ହେବ ଲଘୁଚାପ
ଭବନେଶ୍ବର : ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି । ସକାଳ ୫ଟା ୩୦ରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ପ୍ରଭାବରେ ଆସନ୍ତା ୬ ତାରିଖ ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଲଘୁଚାପ କ୍ଷେତ୍ର କ୍ରମଶଃ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ ।…