ଆଜି ନେତ୍ର ଉତ୍ସବ, ଶନିବାର ଲିଙ୍ଗରାଜଙ୍କ ରୁକୁଣା ରଥ
ଭୁବନେଶ୍ୱର : ଆଜି ନେତ୍ର ଉତ୍ସବ। ଶନିବାର ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା। ଏଥର ଭକ୍ତଙ୍କ ଗହଳିରେ ଗଡିବ ରୁକୁଣା ରଥ। ଏଥିପାଇଁ ସମସ୍ତ ବ୍ୟବସ୍ଥା ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।
ଦୀର୍ଘ ଦୁଇ ବର୍ଷ ପରେ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରାରେ ସାମିଲ ହେବେ ଭକ୍ତ । ରଥରେ…