ଓଡ଼ିଶା ଠାରୁ ମାତ୍ର ୫୦୦କିମି ଦୂରରେ ପଙ୍ଗପାଳ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡ଼ିଶାଠାରୁ ମାତ୍ର ୫୦୦କିମି ଦୂରରେ ଅଛନ୍ତି ପଙ୍ଗପାଳ । ଏବେ ପଙ୍ଗପାଳ ମଧ୍ୟପ୍ରଦେଶ ଓ ଛତିଶଗଡ ସୀମାନ୍ତ ଜଙ୍ଗଲରେ ଥିବା ସୂଚନା ମିଳିଛି ।
ସମସ୍ତ ଜିଲ୍ଲାପାଳ ଓ ଅଗ୍ନିଶମ ବିଭାଗକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିବା ସୂଚନା ଦେଇଛନ୍ତି କୃଷି ନିର୍ଦ୍ଦେଶକ…