Browsing Tag

low pressure

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ୧୯ ସୁଦ୍ଧା ଅବପାତରେ ହେବ ପରିଣତ

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି। ଦକ୍ଷିଣପୂର୍ବ ବଙ୍ଗୋପସାଗର-ଆଣ୍ଡାମାନ ସାଗରରେ ଗୁରୁବାର ସକାଳେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଆଇଏମଡି ପକ୍ଷରୁ ସୂଚନା ମିଳିଛି। ଖବର ଅନୁଯାୟୀ, ଆଗାମୀ ୧୯ ତାରିଖ ସୁଦ୍ଧା ଲଘୁଚାପଟି ଅବପାତରେ ପରିଣତ ହେବାର…

୧୫ଟି ଜିଲ୍ଲାକୁ ୟେଲୋ ଓ୍ୱର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି । ଏଥିଲାଗି ୧୫ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱର୍ଣ୍ଣିଂ ଜାରି କରାଯାଇଛି । ୟେଲୋ ଓ୍ୱର୍ଣ୍ଣିଂ ଜାରି ହୋଇଥିବା…

ତାତିରୁ ମିଳିବ ଆଶ୍ୱସ୍ତି: ଭିଜାଇବ କାଳବୈଶାଖି ବର୍ଷା

ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟବାସୀଙ୍କୁ ତାତିରୁ ମିଳିବ ଆଶ୍ୱସ୍ତି । ଆସୁଛି ପୁଣି ଏକ ଲଘୁଚାପ । ପୂବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ । ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୯ ତାରିଖ ସୁଦ୍ଧା ଏହି ଲଘୁଚାପ ସୃଷ୍ଟି ହେବାର ଆକଳନ କରିଛି…

ଦୁର୍ବଳ ହେଲା ବାତ୍ୟା ଅସାନି: ଓଡ଼ିଶାରେ ପଡିନି ବିଶେଷ ପ୍ରଭାବ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦୁର୍ବଳ ହେଲା ବାତ୍ୟା ଅସାନି । ଆନ୍ଧ୍ର ଉପକୂଳରେ ବାତ୍ୟା ପହଞ୍ଚିବା ସହ ଡିପ୍ ଡିପ୍ରେସନ୍ ବା ଗଭୀର ଅବପାତରେ ପରିଣତ ହୋଇଛି । ଏବେ ଗଭୀତ ଅବପାତ ମଛଲିପାଟ୍ଟନମରୁ ୨୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ରହିଛି । ଆନ୍ଧ୍ର ଉପକୂଳର ମଛଲିପାଟନମ୍ ଓ ନରସପୁର…

ଭୀଷଣ ହେଉଛି ବାତ୍ୟା ‘ଅସାନି’

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବଙ୍ଗୋପସାଗରରେ ଭୀଷଣ ହେଉଛି ବାତ୍ୟା । ଘଣ୍ଟା ପ୍ରତି ୫ କିଲୋମିଟର ବେଗରେ ଗତି କରୁଛି ବାତ୍ୟା ଅସାନି । ଗୋପାଳପୁରଠାରୁ ୫୧୦, ପୁରୀରୁ ୫୯୦ କିଲୋମିଟର ଦୂରରେ ରହିଛି । ଗଞ୍ଜାମ, ଗଜପତି ଓ ପୁରୀରେ ବର୍ଷା ଆରମ୍ଭ ହୋଇଯାଇଛି । ସେହିପରି ଆସନ୍ତାକାଲି…

ପୁରୀଠାରୁ ୭୪୦ କିଲୋମିଟର ଦୂରରେ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅସାନି’ ବର୍ତ୍ତମାନ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ଏବେ ଏହା ପୁରୀଠାରୁ ୭୪୦ କିଲୋମିଟର ଦୂରରେ ଉତ୍ତର, ଉତ୍ତର-ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଏହି ଭୀଷଣ ବାତ୍ୟା ଗତ ୬…

ଓଡ଼ିଶାକୁ ବାତ୍ୟା ବିପଦ ନାହିଁ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଅସାନି। ଗଭୀର ଅବପାତ ଏବେ ବାତ୍ୟାର ରୂପ ନେଇଛି । ଏହା ଏବେ ପୁରୀରୁ ୧୦୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଏହି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାତ୍ୟା ସମୁଦ୍ରରେ ପଳାଇବ। ଓଡ଼ିଶାକୁ ବିପଦ…

ଆଶ୍ଵସ୍ତି: ସ୍ଥଳଭାଗ ଛୁଇଁନପାରେ ବାତ୍ୟା

ଭୁବନେଶ୍ବର : ଓଡିଶା ଛୁଇଁ ନପାରେ ବାତ୍ୟା । ଓଡିଶା ଉପକୂଳରେ ସେଭଳି ପ୍ରଭାବ ପକାଇ ନପାରେ ବାତ୍ୟା । IMDର ବରିଷ୍ଠ ବୈଜ୍ଞାନିକ ଆର.କେ ଜେନାମଣି ଏନେଇ ସୂଚନା ଦେଇଛନ୍ତି । 6 ଘଣ୍ଟାରେ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ର ଅବପାତ ରୂପ ନେବ । 10 ଓ 11 ତାରିଖରେ ଓଡ଼ିଶା ଉପକୂଳରେ ପ୍ରବଳ ବର୍ଷା…

ଲ୍ୟାଣ୍ଡଫଲ୍ ବେଳକୁ ଦୁର୍ବଳ ହୋଇଥିବ ବାତ୍ୟା – ଶରତ ସାହୁ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବାତ୍ୟା ସମ୍ପର୍କରେ ବିଶିଷ୍ଟ ପାଣିପାଗ ବିଜ୍ଞାନୀ ଶରତ ସାହୁଙ୍କ ସୂଚନା । ୧୦ ତାରିଖରେ ଉପକୂଳ ନିକଟ ହେଲା ପରେ ଦିଗ ବଦଳାଇପାରେ । ଦିଗ ବଦଳାଇବା ପରେ ବାତ୍ୟା ଦୁର୍ବଳ ହେବାର ସମ୍ଭାବନା ରହିଛି । ତେବେ ଲ୍ୟାଣ୍ଡଫଲ କଲା ବେଳକୁ ବାତ୍ୟା ଦୁର୍ବଳ…

ୱେଲମାର୍କଡ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜି ଅବପାତ କାଲି ନେଇପାରେ ବାତ୍ୟାର ରୂପ । ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ। ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ୧୨ ଘଣ୍ଟା ମଧ୍ୟରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ।…