ଆଗାମୀ ୫ ଦିନ ଯାଏଁ ବର୍ଷା ସମ୍ଭାବନା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା । ଆଗାମୀ ୫ଦିନ ଯାଏ ବର୍ଷା ହେବା ନେଇ ଅନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି । କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ମଧ୍ୟ ହୋଇପାରେ ।…