ମଧୁମେହ ରୋଗରୁ ମୁକ୍ତି ପାଇଁ ଖାଆନ୍ତୁ ଏହି ୪ଟି ପତ୍ର
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମଧୁମେହ ରୋଗୀଙ୍କ ପାଇଁ ଏହା ଖୁବ ଜରୁରୀ ହୋଇଥାଏ ଯେ ସେମାନେ ନିଜ ଲାଇଫଷ୍ଟାଇଲ ପ୍ରତି ଧ୍ୟାନ ଦେବେ। ଖାଦ୍ୟପାନୀୟ ଉପରେ ଅଧିକ ଗୁରୁତ୍ୱ ଦେବା ପାଇଁ ସେମାନଙ୍କୁ ପରାମର୍ଶ ଦିଆଯାଏ। ବିଶେଷ କରି ଯେପରି ସେମାନଙ୍କ ବ୍ଲଡ ସୁୁଗାର ମାତ୍ରା କଣ୍ଟ୍ରୋଲରେ ରହିବ।…