ବିପଦ ସଙ୍କେତ ଉପରେ ମହାନଦୀ ଓ ଜଳକା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବଢୁଛି ମହାନଦୀ । ଜଳସ୍ତର ବଢ଼ିବାରେ ଲାଗିଛି । ବିପଦ ସଙ୍କେତ ଟପିଛି ମହାନଦୀ । ଜଳକା ନଦୀ ବି ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ଏହି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।ମହାନଦୀ କଟକ ନରାଜଠାରେ ବିପଦ ସଙ୍କେତ ପାର୍ କରିଛି । ନରାଜରେ ବିପଦ…