ମହାନଦୀ ଜଳ ବିବାଦର ଶୁଣାଣି ଜାନୁଆରୀ 16କୁ ଘୁଞ୍ଚିଲା
ପୁଣି ଘୁଞ୍ଚିଲା ମହାନଦୀ ଜଳ ବିବାଦ ମାମଲାର ଶୁଣାଣି । ଏହାର ପରବର୍ତ୍ତୀ ଶୁଣାଣି ଫେବ୍ରୁଆରି 1 ରେ ହେବ ବୋଲି ଟ୍ରିବ୍ୟୁନାଲ ନିଷ୍ପତ୍ତି ନେଇଛନ୍ତି । ଏହା ସହିତ ଜାନୁଆରିରେ ଦ୍ବିତୀୟ ଥର ପ୍ରକଳ୍ପ ଅଞ୍ଚଳ ଗସ୍ତ କରିବାକୁ ଉଭୟ ଓଡିଶା ଏବଂ ଛତିଶଗଡକୁ ନିର୍ଦ୍ଦେଶ ଦେଇଛନ୍ତି । ଜାନୁଆରୀ 4…