ମାହାଙ୍ଗା ଡବଲ ମର୍ଡର ମାମଲା; ଜଷ୍ଟିସ୍ ଗୌରୀଶଙ୍କର ଶତପଥୀଙ୍କ ଖଣ୍ଡପୀଠରେ ହେବ ଶୁଣାଣି
ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାର ଶୁଣାଣି କରିଛନ୍ତି ନୂଆ ବିଚାରପତି। ଜଷ୍ଟିସ୍ ଗୌରୀଶଙ୍କର ଶତପଥୀଙ୍କ ଖଣ୍ଡପୀଠ ବିଧାୟକ ପ୍ରତାପ ଜେନାଙ୍କ ମାମଲାର ଶୁଣାଣି କରିଛନ୍ତି। ମାର୍ଚ୍ଚ ୧୫ ତାରିଖରେ ମାମଲାର ପରବର୍ତ୍ତି ଶୁଣାଣି ହେବ। ସେପର୍ଯ୍ୟନ୍ତ ବିଧାୟକଙ୍କ ଅନ୍ତରୀଣ ସୁରକ୍ଷା…