୫ଟି ସଚିବ ଭି କେ ପାଣ୍ଡିଆନଙ୍କ ମାଲକାନଗିରି ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମାଲକାନଗିରି ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ୫ଟି ସଚିବ ଭି କେ ପାଣ୍ଡିଆନ । ଶ୍ରୀ ପାଣ୍ଡିଆନ ଚିକିତ୍ସାଳୟର ସମସ୍ତ ୱାର୍ଡ଼ ବୁଲି ଦେଖିବା ସହ ଏହାର ସମୀକ୍ଷା କରିଥିଲେ । ଚିକିତ୍ସାଳୟର ରୋଗୀଙ୍କ ସହ ମଧ୍ୟ ଆଲୋଚନା କରିଥିଲେ । ଏହା ପରେ କୋରାପୁଟ ଓ ନବରଙ୍ଗପୁର…