ମାନସ ସ୍ବାଇଁ ହତ୍ୟା ମାମଲା: କୋର୍ଟରେ ହାଜର ହେଲେ ଶର୍ମିଷ୍ଠା ଓ ଝୁନା
କଟକ : କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ପୁଣି କୋର୍ଟରେ ହାଜର ହେଲେ ଶର୍ମିଷ୍ଠା ଓ ଝୁନା । ଦ୍ବିତୀୟ ପର୍ଯ୍ୟାୟ ରିମାଣ୍ଡ ଅବଧି ଶେଷ ପରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ଓ ସହଯୋଗୀ ଝୁନାକୁ ଚାନ୍ଦବାଲି କୋର୍ଟରେ ହାଜର କରିଛି କ୍ରାଇମବ୍ରାଞ୍ଚ । ଏମାନଙ୍କୁ କଟକ କ୍ରାଇମବ୍ରାଂଚ…