Browsing Tag

manish sisodia

ଦେଢ ବର୍ଷ ପରେ ଜେଲରୁ ମୁକୁଳିବେ ମନୀଷ ସିସୋଦିଆ

ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଆପ୍ ନେତା ମନୀଷ ସିସୋଦିଆଙ୍କୁ ମିଳିଲା ଜାମିନ। ଶୁକ୍ରବାର ସୁପ୍ରିମକୋର୍ଟ ତାଙ୍କୁ ଜାମିନ ଦେଇଛନ୍ତି। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇଥିଲେ ମନୀଷ ସିସୋଦିଆ। ୨୮ ଫେବ୍ରୁଆରୀ ୨୦୨୩ରେ ସିସୋଦିଆଙ୍କୁ ଗିରଫ କରିଥିଲା ସିବିଆଇ।…