ମାଓବାଦୀ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ୫ ପ୍ରସ୍ତାବ କାର୍ଯ୍ୟକାରୀ କରିବାକୁ ଦାବି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ମାଓ ଉପଦ୍ରବକୁ ନିୟନ୍ତ୍ରଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଥିବା ପ୍ରସ୍ତାବକୁ କାର୍ଯ୍ୟକାରୀ କରାଯାଉ । ସଂସଦରେ ସ୍ବତନ୍ତ୍ର ଆଲେଖ୍ୟ ମାଧ୍ୟମରେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ଉଠାଇଛନ୍ତି ଏହି ଦାବି ।
ଗତ ସେପ୍ଟେମ୍ବର ୨୬ ତାରିଖରେ…