ମାର୍ଗରେଟ ଅଲଭାଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ କଲେ ବିରୋଧୀ
ବରିଷ୍ଠ କଂଗ୍ରେସ ନେତ୍ରୀ ତଥା ରାଜ୍ୟପାଳ ମାର୍ଗରେଟ ଅଲଭାଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି ବିରୋଧୀ । ବୈଠକ ପରେ ଏନସିପି ମୁଖ୍ୟ ଶରଦ ପାଓ୍ବାର ଏହି ଘୋଷଣା କରିଛନ୍ତି । ବରିଷ୍ଠ କଂଗ୍ରେସ ନେତ୍ରୀ ମାର୍ଗରେଟ ଅଲଭା ଏକାଧିକ ରାଜ୍ୟର ରାଜ୍ୟପାଳ ଭାବେ ଦାୟିତ୍ବ ସମ୍ଭାଳି…