ସହୀଦଙ୍କ ପରିବାରଙ୍କୁ ଅନୁକମ୍ପା ସହାୟତା ରାଶି ଦଶଲକ୍ଷ ଟଙ୍କାକୁ ବୃଦ୍ଧି
ଭୁବନେଶ୍ୱର : ଯୁଦ୍ଧ ତଥା ଉଗ୍ର ବାଦ ର ମୁକାବିଲା ସମୟରେ ବୀରଗତି ପ୍ରାପ୍ତ ହେଉଥିବା ସହୀଦ ଓଡ଼ିଆ ଯବାନ ମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ସହାୟତା ରାଶି ପରିମାଣକୁ ପାଞ୍ଚ ଲକ୍ଷ ଟଙ୍କାରୁ ଦଶ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀଶ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ଦେଇଛନ୍ତି ।…