ଭବାନୀପାଟଣା ବସଷ୍ଟାଣ୍ଡରେ ସଫେଇ ସହ ମାସ୍କ ବାଣ୍ଟିଲେ ବିଜୁ ଛାତ୍ର ଜନତା ଦଳ
ଭବାନୀପାଟଣା୧୦/୧୦: ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଗାନ୍ଧୀ ଜୟନ୍ତୀରୁ ନଭେମ୍ବର ୨ ମାସେ ଧରି ହେବାକୁ ଥିବା ସାମାଜିକ ସେବା କାର୍ଯ୍ୟକ୍ରମର ନବମ ଦିବସରେ କଳାହାଣ୍ଡି ଜିଲ୍ଲା ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଭବାନୀପାଟଣା ବସଷ୍ଟାଣ୍ଡ ପରିସରରେ…