ଭୁବନେଶ୍ୱର ପରେ କଟକକୁ ଫେରିଲା ମାସ୍କ କଟକଣା
ରାଜଧାନୀ ଭୁବନେଶ୍ୱର ପରେ କଟକରେ ବାଧ୍ୟତାମୂଳକ ହେଲା ମାସ୍କ। କୋଭିଡ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସହରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛି କଟକ ମହାନଗର ନିଗମ(ସିଏମ୍ସି)। ନିର୍ଦ୍ଦେଶନାମା ଅନୁଯାୟୀ କଟକରେ ରହୁଥିବା ଏବଂ ଆସୁଥିବା ଲୋକେ ମାସ୍କ ପିନ୍ଧିବେ। ଏହାଛଡ଼ା ବାହାରକୁ…