ରଥଯାତ୍ରାରେ ବଣ୍ଟାଯିବ ୧୦ ଲକ୍ଷ ମାସ୍କ
ରଥଯାତ୍ରାରେ ବଣ୍ଟାଯିବ ୧୦ ଲକ୍ଷ ମାସ୍କ। ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ନେଇ ଏଭଳି ନିଷ୍ପତି ନେଇଛି ସ୍ଵାସ୍ଥ୍ୟ ବିଭାଗ। ପୁରୀ ରଥଯାତ୍ରା ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ବସିଥିଲା। ଯେଉଁଥିରେ ଏଭଳି ନିଷ୍ପତି ନିଆଯାଇଥିବା ଜଣାପଡିଛି…