ଜୁଲାଇ ୬ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ
ମାତ୍ର ଆଉ ଦିନକ ପରେ ଅର୍ଥାତ ଜୁଲାଇ ୬ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଅପରାହ୍ନ ୧ଟାରେ ରେଜଲ୍ଟ ପ୍ରକାଶ ପାଇବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ଛାତ୍ରୀଛାତ୍ର ବୋର୍ଡ ଓ୍ବେବ୍ସାଇଟ bseodisha.ac.in ଏବଂ orissaresults.nic.inରେ ନିଜ…