Browsing Tag

Mayer

ପ୍ରକାଶ ପାଇଲା ୩ ମେୟର ସଂରକ୍ଷଣ ତାଲିକା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କରୋନା ସଂକ୍ରମଣ ତଳମୁହାଁ ହୋଇଥିବାରୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପରେ ପୌର ନିର୍ବାଚନ ନେଇ ଅଣ୍ଟା ଭିଡ଼ିଲେଣି ରାଜ୍ୟ ସରକାର । ଏଥିପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହେଲାଣି। ଏହିକ୍ରମରେ ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ମେୟର ପଦବୀ ପାଇଁ ସଂରକ୍ଷଣ ତାଲିକା…