Browsing Tag

Medical student beating incident; 2 accused arrested

ଡାକ୍ତରୀ ଛାତ୍ରଙ୍କୁ ମାଡ ମାରିବା ଘଟଣା; ୨ ଅଭିଯୁକ୍ତ ଗିରଫ

ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଡାକ୍ତରଙ୍କୁ ମାଡ଼ ମାରିବା ଘଟଣାରେ କନ୍ଧମାଳରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ବଲାଙ୍ଗୀର ପୋଲିସ । ଏହି ଘଟଣାକୁ ନେଇ ତୀବ୍ର ହୋଇଛି କଲେଜ ଛାତ୍ରଙ୍କ ଆନ୍ଦୋଳନ । ହାଉସ୍ ସର୍ଜନ ଡାକ୍ତରଙ୍କୁ ଆକ୍ରମଣ ପ୍ରତିବାଦରେ ଆନ୍ଦୋଳନ ଜୋରଦାର ହୋଇଛି ।…