Browsing Tag

meterology department of odisha

ଆସନ୍ତା ୨୪ ଘଣ୍ଟାରେ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟର ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ତେଣୁ, ରାଜ୍ୟରେ ଆସନ୍ତା ୩୦ ତାରିଖ ଯାଏଁ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୩ ତାରିଖରେ ଓଡିଶା ଏବଂ ଆନ୍ଧ୍ରପ୍ରଦେଶ ଉପକୂଳରେ…

୩ରେ ସୃଷ୍ଟି ହୋଇପାରେ ଆଉ ଏକ ଘୂର୍ଣ୍ଣିବଳୟ!

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ସୋଆ ଜଳବାୟୁ ଓ ପାଣିପାଗ ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ କହିଛନ୍ତି ଯେ, ରାଜ୍ୟରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ବିଶେଷ ବର୍ଷା ହେବାର ନାହିଁ । ଜୁଲାଇ ୩ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ…

ନିଅଣ୍ଟିଆ ବର୍ଷା, ୭୯ ପ୍ରତିଶତ କମ୍ ବର୍ଷା ରେକର୍ଡ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଜୁନରେ ନିଅଣ୍ଟିଆ ବର୍ଷା । ଜୁନ ୧ରୁ ୧୨ ତାରିଖ ମଧ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ୧୨ ଦିନରେ ୧୦.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସ୍ୱାଭାବିକ ତୁଳନାରେ ୭୦ ପ୍ରତିଶତ କମ୍ ବର୍ଷା ରେକର୍ଡ ହୋଇଛି । ଜୁନରେ ୩ଟି…

ଆଜିଠୁ ପଶ୍ଚିମ ଓଡ଼ିଶାକୁ ତିନି ଦିନ ଯାଏ ହିଟ୍‌ୱେଭ୍ ଆଲର୍ଟ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜିଠୁ ପଶ୍ଚିମ ଓଡ଼ିଶାରେ ଆହୁରି ବଢ଼ିବ ଦିନର ତାପମାତ୍ରା । ତିନି ଦିନ ଯାଏ ନିସ୍ତାର ନାହିଁ । ୧୦ ତାରିଖ ଯାଏ ପଶ୍ଚିମ ଓଡ଼ିଶାକୁ ହିଟ୍ୱେଭ୍ ଆଲର୍ଟ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପାଇଁ ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗର ଓ…

୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ସମଗ୍ର ରାଜ୍ୟରେ ତାପମାତ୍ରା ବଢିବା ସହ ଅସହ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି । ଆଜି ରାଜ୍ୟର ୧୩ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର,…

ସୋମବାର କେରଳ ଛୁଇଁବ ମୌସୁମୀ

ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା ଯେ, ମେ ୨୭ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବାର ସମ୍ଭାବନା ରହିଛି। ବିଭିନ୍ନ ମଡେଲରେ ନିର୍ଦ୍ଧାରିତ ତାରିଖରୁ ୪ଦିନ ଆଗୁଆ କିମ୍ବା ପଛୁଆ ହୋଇପାରେ ବୋଲି ଆକଳନ କରାଯାଇଥିଲା। ସାଧାରଣ…

ଆଗାମୀ ୩ ଦିନ ଯାଏଁ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଆଗାମୀ ୩ଦିନ ଯାଏ 3ରୁ 4ଡିଗ୍ରୀ ଯାଏ ବୃଦ୍ଧି ପାଇବ ତାପମାତ୍ରା। ବିଶେଷକରି ପଶ୍ଚିମ ଓଡିଶାର 10ଟି ସହରରେ ପାରଦ 40ଡିଗ୍ରୀ ଟପିଥିବା ବେଳେ ବୌଦ୍ଧରେ ସର୍ବାଧିକ ତାପମାତ୍ରା 43ଡିଗ୍ରୀ ରେର୍କଡ କରାଯାଇଛି। ସେହିପରି ସୁବର୍ଣ୍ଣପୁରରେ 42.8,…

କାଳବୈଶାଖୀ ସମ୍ଭାବନା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ,…

୧୩ରୁ ପାଗରେ ହୋଇପାରେ ପରିବର୍ତ୍ତନ!

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ବାତ୍ୟା ‘ଅସାନି’କୁ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ପ୍ରତିକ୍ରିୟା ରଖିଛନ୍ତି । ଆସନ୍ତାକାଲି ଯାଏ ରାଜ୍ୟରେ କୋହଲା ପାଗ ସାଙ୍ଗକୁ ବର୍ଷା ଲାଗି ରହିବା ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ତାହା ସହ ସେ କହିଛନ୍ତି…

‘ଅସାନି’ ପ୍ରଭାବରେ ମାଲକାନଗିରିରେ ସମସ୍ତ ସ୍କୁଲ ଛୁଟି

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ବାତ୍ୟାକୁ ଦୃଷ୍ଟିରେ ରଖି ଆଜି ମାଲକାନଗିରିରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ନେଇ ଘୋଷଣା କରିଛନ୍ତି ମାଲକାନଗିରିର ଜିଲ୍ଲାପାଳ। ବାତ୍ୟା "ଅସାନି" ଏବେ ଏହା ଆନ୍ଧ୍ର ଉପକୂଳ ମୁହାଁ ବର୍ତ୍ତମାନ ଏହା ଗୋପାଳପୁରଠୁ ଦକ୍ଷିଣ ଏବଂ ଦକ୍ଷିଣ-ପଶ୍ଚିମ…