Browsing Tag

meterology department of odisha

ଦୃଶ୍ୟମାନ ହେଲା ‘ଅସାନି’ ଆଖି

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦୃଶ୍ୟମାନ ହେଲା ଭୀଷଣ ବାତ୍ୟା ‘ଅସାନି’ର ଆଖି । ଆଜି ସକାଳ ୯ଟାରେ ମଛଲୀପାଟନମ ଡପଲର ରାଡାରରେ ଠାବ ହୋଇଛି ‘ଅସାନି’ର ଆଖି। ଏବେ ‘ଅସାନି’ ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଦିଗରେ ୪୯୦ କିମି ଓ ପୁରୀଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୫୭୦ କିମି…

ଓଡ଼ିଶାକୁ ବାତ୍ୟା ବିପଦ ନାହିଁ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଅସାନି। ଗଭୀର ଅବପାତ ଏବେ ବାତ୍ୟାର ରୂପ ନେଇଛି । ଏହା ଏବେ ପୁରୀରୁ ୧୦୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଏହି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାତ୍ୟା ସମୁଦ୍ରରେ ପଳାଇବ। ଓଡ଼ିଶାକୁ ବିପଦ…

ଲ୍ୟାଣ୍ଡଫଲ୍ ବେଳକୁ ଦୁର୍ବଳ ହୋଇଥିବ ବାତ୍ୟା – ଶରତ ସାହୁ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବାତ୍ୟା ସମ୍ପର୍କରେ ବିଶିଷ୍ଟ ପାଣିପାଗ ବିଜ୍ଞାନୀ ଶରତ ସାହୁଙ୍କ ସୂଚନା । ୧୦ ତାରିଖରେ ଉପକୂଳ ନିକଟ ହେଲା ପରେ ଦିଗ ବଦଳାଇପାରେ । ଦିଗ ବଦଳାଇବା ପରେ ବାତ୍ୟା ଦୁର୍ବଳ ହେବାର ସମ୍ଭାବନା ରହିଛି । ତେବେ ଲ୍ୟାଣ୍ଡଫଲ କଲା ବେଳକୁ ବାତ୍ୟା ଦୁର୍ବଳ…

ମେ’ ଶେଷରେ ଆସିବ ମୌସୁମୀ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଏଥର ଆଗୁଆ ଆସିବ ମୌସୁମୀ । ମେ ମାସ ଶେଷ ସପ୍ତାହରେ ଆସିପାରେ । ହେଲେ ଚଳିତ ମାସ ଶେଷ ଆଡକୁ ତାପମାତ୍ରା ହ୍ରାସ ହେବ । ଏନେଇ ଡ. ଶରତ ଚନ୍ଦ୍ର ସାହୁ କହିଛନ୍ତି । ସେ କହିଛନ୍ତି ଯେ, ଏଥର ଶୀଘ୍ର ମୌସୁମୀ ଆସିବାର ସମ୍ଭାବନା ରହିଛି । ମେ ମାସ ଶେଷ ଆଡକୁ…

8 ସନ୍ଧ୍ୟାରେ ବାତ୍ୟା: 10 ରେ 4 ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର: 8 ତାରିଖ ସନ୍ଧ୍ୟା ବେଳକୁ ବାତ୍ୟା ସମ୍ଭାବନା ରହିଛି । ସମ୍ଭାବ୍ୟ ବାତ୍ୟାକୁ ନେଇ ପାଣିପାଗ ବିଭାଗ ନିର୍ଦ୍ଦେଶକ ଏଚଆର ବିଶ୍ୱାସଙ୍କ ପ୍ରେସମିଟ୍ । ପରବର୍ତ୍ତୀ ସମୟରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । 10 ତାରିଖରେ 4 ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି ।…

କାଳବୈଶାଖୀ ଆଲର୍ଟ, ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ୨୪ଟି ଜିଲ୍ଲାରେ ଆଜି ହୋଇପାରେ କାଳବୈଶାଖୀ ବର୍ଷା । ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଜାରି କରାଯାଇଛି । ଏହି ସମୟରେ ପ୍ରବଳ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଗୋଟିଏରୁ ଦୁଇଟି ସ୍ଥାନରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ…

୪୪.୫ ଡ଼ିଗ୍ରି ସହ ବୌଦ୍ଧ ଉତ୍ତପ୍ତ ସହର

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ବୌଦ୍ଧକୁ ପୁଣି ଥରେ ତାତି ଫେରିଛି। ବୌଦ୍ଧରେ ଆଜି ଦିନ ତାପମାତ୍ରା ୪୪.୫ ଡ଼ିଗ୍ରି ରେକର୍ଡ ହୋଇଛି। ଏଥି ସହିତ ବୌଦ୍ଧ ଆଜି ମଧ୍ୟ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ରାଜ୍ୟର ୧୮ ସହରରେ ଦିନ ତାପମାତ୍ରା ୪୦ ଡ଼ିଗ୍ରି…