Browsing Tag

metrology department of odisha

ତାପମାତ୍ରା ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ!

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବଢିବ ଦିନ ତାପମାତ୍ରା। ୩ ଦିନରେ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ଦିନ ତାପମାତ୍ରା । ରାଜ୍ୟର ଅନେକ ସ୍ଥାନରେ ୨ରୁ ୩ ଡିଗ୍ରୀ ଯାଏଁ ତାତି ବଢ଼ିବା ସମ୍ଭାବନା ରହିଛି । ବିଶେଷକରି ଉପକୂଳ ଓଡ଼ିଶାରେ କିଛି ଅଞ୍ଚଳରେ ଗୁଳୁଗୁଳି ସମ୍ଭାବନା ରହିଥିବା ସୂଚନା…

ଜଳୁଛି ସହରଠୁ ଗାଁ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷୁଛି। ପ୍ରାୟ ସହରରେ ପାରଦ ଉପରମୁହଁ। ୪୨ ଓ ୪୩ ଡିଗ୍ରୀରୁ ତାପମାତ୍ରା ତଳକୁ ଖସୁନାହିଁ। ସୁବର୍ଣ୍ଣପୁର, ବୌଦ୍ଧ ଓ ଟିଟିଲାଗଡରେ ସର୍ବାଧିକ ତାପମାତ୍ରା ୪୪ଡିଗ୍ରୀ ଅତିକ୍ରମ କରୁଛି। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର…

କାଳବୈଶାଖୀ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଓଡିଶା : ଆଗମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ କାଳବୈଶାଖି ହେବାର ପୁର୍ବାନୁମାନ କରିଛି ଆଞ୍ଚଳିକ…

୪୪ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡା ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର : ୪୪ ଡିଗ୍ରୀ ତାପମାତ୍ରା ସହ ଦେଶର ଉତ୍ତପ୍ତ ସହର ହୋଇଛି ଝାରସୁଗୁଡା । ସେହିପରି ୪୩.୯ ଡ଼ିଗ୍ରୀ ସହ ସୋନପୁର ଦ୍ବିତୀୟ ସ୍ଥାନରେ ରହିଛି । ସେପଟେ ଆଗାମୀ ୨୪ ଘଣ୍ଟାରେ ଉପକୂଳ ତଥା କିଛି ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ସମୟରେ ବିଜୁଳି ଘଡଘଡି ସହ…

ମାର୍ଚ୍ଚ ୨୮ରୁ ୫ ଦିନ ବଢିବ ତାତି

ଭୁବନେଶ୍ୱର : ରାଜ୍ୟରେ ୨୮ତାରିଖରୁ ବଢ଼ିବ ତାତି । ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ସ୍ୱାଭାବିକଠୁ ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି । ଲଗାତର ୪-୫ଦିନ ଏଭଳି ପାଗ ଜାରି ରହିବ। ଶନିବାର ରାଜ୍ୟର ୬ଟି ସହରର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ୍‌ ଉପରେ…

ରାଜ୍ୟରେ ଅସ୍ତବ୍ୟସ୍ତ କଲାଣି ତାତି: ଟିଟିଲାଗଡ ସର୍ବାଧିକ ଉତ୍ତପ୍ତ ସହର

ଭୁବନେଶ୍ୱର : ରାଜ୍ୟରେ ଅସ୍ତବ୍ୟସ୍ତ କଲାଣି ତାତି । ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ସର୍ବୋଚ୍ଚ ତାପମାତ୍ରା ସ୍ୱାଭାବିକଠୁ ୨ ରୁ ୩ ଡିଗ୍ରୀ ଅଧିକ ରହୁଥିବା ବେଳେ ଆଗାମୀ ଦିନରେ ବି ୩ ଡିଗ୍ରୀ ପର୍ଯ୍ୟନ୍ତ ତାତି ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚଆର ବିଶ୍ୱାସ…