Browsing Tag

mid-day-meal

ପିଲାଙ୍କ ମଧ୍ୟାହ୍ନ ଭୋଜନରେ ପଚା ଅଣ୍ଡା, ପୋକା ବାଇଗଣ ଓ ପଚା ଆଳୁ

ବଲାଙ୍ଗିର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଶିକ୍ଷା କ୍ଷେତ୍ରରେ ଉନ୍ନତି ସହ ପିଲାମାନଙ୍କୁ ସ୍କୁଲ ମୁହାଁ କରିବା ଲକ୍ଷ୍ୟରେ ସରକାର ଆରମ୍ଭ କରିଛନ୍ତି ମଧ୍ୟାନ୍ନ ଭୋଜନ ଯୋଜନା। ପିଲାଙ୍କୁ ଉନ୍ନତ ମାନର ଖାଦ୍ୟ ଯୋଗାଇ ଦେବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ମଧ୍ୟ ହେଉଛି। ହେଲେ କିଛି ଅସାଧୁ…