ଜାମିନ ଆବେଦନ ଖାରଜ ପରେ କୋର୍ଟ ପରିସରରେ ଅସୁସ୍ଥ ହେଲେ ବିଧାୟକ ପ୍ରଶାନ୍ତ ଜୟଦେବ, ହସ୍ପିଟାଲରେ ଭର୍ତ୍ତି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଜାମିନ ଆବେଦନ ଖାରଜ ପରେ ଖୋର୍ଦ୍ଧା କୋର୍ଟ ପରିସରରେ ଅସୁସ୍ଥ ହେଲେ ବିଧାୟକ ପ୍ରଶାନ୍ତ ଜୟଦେବ । ଖୋର୍ଦ୍ଧା ହସ୍ପିଟାଲରେ ହେଲେ ଭର୍ତ୍ତି । ଆଜି ବିଧାୟକ ପ୍ରଶାନ୍ତ ଜଗଦେଵ ଖୋର୍ଦ୍ଧା କୋର୍ଟରେ ଆତ୍ମସମର୍ପଣ କରିଥିଲେ । ବାଲୁଗାଁ ମଣ୍ଡଳ ବିଜେପି ସଭାପତି ନିରଞ୍ଜନ…