ମୋ ବସ୍ର ଅତ୍ୟାଧୁନିକ ଦୁଇଟି ଡିପୋ ଓ ଭିନ୍ନକ୍ଷମ ସଶକ୍ତିକରଣ ପ୍ରତିଷ୍ଠାନ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବର ଏଜି ଛକରେ ଥିବା ଓଏସ୍ଆଇଟିସିର ମୁଖ୍ୟ କାର୍ଯ୍ୟାଳୟରୁ ୧୧୦ଟି ନୂଆ ଅତ୍ୟାଧୁନିକ ବସ୍ ର ଯାତ୍ରା ଶୁଭାରମ୍ଭ କରିଛନ୍ତି । ଯାତ୍ରୀ ମାନଙ୍କୁ ଆରାମଦାୟକ ଅନୁଭୂତି ପ୍ରଦାନ କରିବା ପାଇଁ ଏଥିରେ ସମସ୍ତ ଅତ୍ୟାଧୁନିକ…