ଫୋନ ଯୋଗେ ସିଧାସଳଖ କଥା ହେବେ ମୁଖ୍ୟମନ୍ତ୍ରୀ, ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହେବ ମୋ ସରକାର ।
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଆଜି ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହୋଇଯାଇଛି । ଏହି ଅବସରରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଓଡ଼ିଶାର…