Browsing Tag

monsoon

୨୪ ଘଣ୍ଟା ଭିତରେ ଓଡିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ଵର (ଓଡ଼ିଶା ଫାଷ୍ଟ ବ୍ୟୁରୋ) : ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏହାର ପ୍ରଭାବ ମଧ୍ୟ ପରିଲକ୍ଷିତ ହୋଇଛି । ଗତ ୨୪ ଘଣ୍ଟା ଭିତରେ ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳବର୍ତ୍ତୀ ଓଡିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।…

ରାଜ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ

ଭୁବନେଶ୍ୱର: ରାଜ୍ୟରେ ୪୪ ପ୍ରତିଶତରୁ ଅଧିକ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇସାରିଛି। କିନ୍ତୁ ଏହା ଜୁନ୍‌ର ନିଅଣ୍ଟିଆ ବର୍ଷା ପରିମାଣକୁ କମାଇ ପାରିବ ନାହିଁ। ଜୁନ୍‌ ୧ରୁ ୨୩ ତାରିଖ ମଧ୍ୟରେ ରାଜ୍ୟରେ ୪୪ ପ୍ରତିଶତରୁ ଅଧିକ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇସାରିଛି। ଆଞ୍ଚଳିକ ପାଣିପାଗର…

ବିଜୁଳି ଓ ଘଡ଼ଘଡ଼ି ସହ ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ମୌସୁମୀର ଆଗମନ ପରେ ପ୍ରବଳ ବର୍ଷା। ରାଜଧାନୀରେ ସକାଳୁ ପାଗ ଖରାଟିଆ ଥିଲା। ମଧ୍ୟାହ୍ନରେ ଆକାଶ ମେଘାଚ୍ଛନ ହେବା ସହ ମାଡ଼ି ଆସିଥିଲା ବର୍ଷା। ପ୍ରବଳ ବର୍ଷାରେ ହଠାତ ରାଜଧାନୀରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ମୌସୁମୀର ଆଗମନ ପରେ ଗତ ଦୁଇ…

ମୌସୁମୀ ଲାଗି ରାଜ୍ୟରେ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି । ପୂରା ଓଡ଼ିଶା ଛୁଇଁଛି । ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା । ଆସନ୍ତାକାଲି ପାଇଁ ରାଜ୍ୟରେ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ,…

୧୮ ଜିଲ୍ଲାକୁ କାଳବୈଶାଖୀଜନିତ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡବର୍ଷାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱରସ୍ତଇତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଓଡିଶାର କିଛି ଅଞ୍ଚଳରେ ମୌସୁମୀ ବାୟୁ…

ଅଗ୍ରସର ହେଉଛି ମୌସୁମୀ: କିଛି ଜିଲ୍ଲାରେ ବର୍ଷା ଜାରି

ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଓଡ଼ିଶା ଛୁଇଁବା ପରେ ଅଧିକ ଅଗ୍ରସର ହେଉଛି ମୌସୁମୀ। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଉପକୂଳ ଓଡ଼ିଶାରେ ସକ୍ରିୟ ହେବ। ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ସକ୍ରିୟ ହେବା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା…

ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଓଡ଼ିଶାର କିଛି ସ୍ଥାନରେ ମୌସୁମୀ ପ୍ରଭାବରେ ବର୍ଷା ହେଉଛି । ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ନିଅଣ୍ଟିଆ ବର୍ଷା, ୭୯ ପ୍ରତିଶତ କମ୍ ବର୍ଷା ରେକର୍ଡ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଜୁନରେ ନିଅଣ୍ଟିଆ ବର୍ଷା । ଜୁନ ୧ରୁ ୧୨ ତାରିଖ ମଧ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ୧୨ ଦିନରେ ୧୦.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସ୍ୱାଭାବିକ ତୁଳନାରେ ୭୦ ପ୍ରତିଶତ କମ୍ ବର୍ଷା ରେକର୍ଡ ହୋଇଛି । ଜୁନରେ ୩ଟି…

କାଳବୈଶାଖୀ ସମ୍ଭାବନା, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଭାରତୀୟ ପାଣିପାଗ ବିଭାଗ ଟ୍ୱିଟ କରି ସୂଚନା ଦେଇଛି, ରାଜ୍ୟରେ ଆସନ୍ତା ୪ରୁ ୫ ଦିନ ଭିତରେ ମୌସୁମୀ ଛୁଇଁବ । ତାପମାତ୍ରାରେ ହ୍ରାସ ହେବ। ସେହିପରି ରାଜ୍ୟରେ ଏବେ ପ୍ରାକ ମୌସୁମୀର ପ୍ରଭାବ ଦେକଇବାକୁ ମିଳୁଛି । ସେହିପରି ଆସନ୍ତା ୨୪ ଘଣ୍ଟା ଭିତରେ…

କାଳବୈଶାଖୀ : ୪ ଦିନ ପାଇଁ ୟେଲୋୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଗାମୀ ୪ ଦିନ ଯାଏ କାଳବୈଶାଖୀ ବର୍ଷାର ସମ୍ଭାବନା ଥିବାରୁ ତାପମାତ୍ରା ଅପେକ୍ଷାକୃତ କମ୍ ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଗତକାଲି ରାଜ୍ୟର ତାପମାତ୍ରା ଅପେକ୍ଷାକୃତ କମ୍ ରହିଥିଲା । ମାତ୍ର ୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବା…