Browsing Tag

Monsoon Rain

ଆସନ୍ତା ୨୪ ଘଣ୍ଟାରେ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟର ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ତେଣୁ, ରାଜ୍ୟରେ ଆସନ୍ତା ୩୦ ତାରିଖ ଯାଏଁ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୩ ତାରିଖରେ ଓଡିଶା ଏବଂ ଆନ୍ଧ୍ରପ୍ରଦେଶ ଉପକୂଳରେ…

୨୪ ଘଣ୍ଟା ଭିତରେ ଓଡିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ଵର (ଓଡ଼ିଶା ଫାଷ୍ଟ ବ୍ୟୁରୋ) : ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏହାର ପ୍ରଭାବ ମଧ୍ୟ ପରିଲକ୍ଷିତ ହୋଇଛି । ଗତ ୨୪ ଘଣ୍ଟା ଭିତରେ ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳବର୍ତ୍ତୀ ଓଡିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।…

ରାଜ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ

ଭୁବନେଶ୍ୱର: ରାଜ୍ୟରେ ୪୪ ପ୍ରତିଶତରୁ ଅଧିକ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇସାରିଛି। କିନ୍ତୁ ଏହା ଜୁନ୍‌ର ନିଅଣ୍ଟିଆ ବର୍ଷା ପରିମାଣକୁ କମାଇ ପାରିବ ନାହିଁ। ଜୁନ୍‌ ୧ରୁ ୨୩ ତାରିଖ ମଧ୍ୟରେ ରାଜ୍ୟରେ ୪୪ ପ୍ରତିଶତରୁ ଅଧିକ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇସାରିଛି। ଆଞ୍ଚଳିକ ପାଣିପାଗର…

ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ୨୨ ତାରିଖରୁ ୨୫ ତାରିଖ ମଧ୍ୟରେ ଅନେକ ସ୍ଥାନରେ…

ମୌସୁମୀ ଲାଗି ରାଜ୍ୟରେ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି । ପୂରା ଓଡ଼ିଶା ଛୁଇଁଛି । ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା । ଆସନ୍ତାକାଲି ପାଇଁ ରାଜ୍ୟରେ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ,…

୧୮ ଜିଲ୍ଲାକୁ କାଳବୈଶାଖୀଜନିତ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡବର୍ଷାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱରସ୍ତଇତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଓଡିଶାର କିଛି ଅଞ୍ଚଳରେ ମୌସୁମୀ ବାୟୁ…

ଅଗ୍ରସର ହେଉଛି ମୌସୁମୀ: କିଛି ଜିଲ୍ଲାରେ ବର୍ଷା ଜାରି

ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଓଡ଼ିଶା ଛୁଇଁବା ପରେ ଅଧିକ ଅଗ୍ରସର ହେଉଛି ମୌସୁମୀ। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଉପକୂଳ ଓଡ଼ିଶାରେ ସକ୍ରିୟ ହେବ। ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ସକ୍ରିୟ ହେବା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା…

ଜୁନ୍ ରେ ସ୍ୱାଭାବିକ ଠାରୁ ଅଧିକ ମୌସୁମୀ ଜନିତ ବର୍ଷା, ଆଇଏମଡି ଡିଜି

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଜୁନ୍ରେ ସ୍ୱାଭାବିକ ଠାରୁ ଅଧିକ ମୌସୁମୀ ଜନିତ ବର୍ଷା ନେଇ ଆଇଏମଡି ଡିଜି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା । କେନ୍ଦ୍ର ଓଡିଶା ଓ ଉତ୍ତର ଓଡିଶାର କିଛି ଅଞ୍ଚଳରେ କମ୍ ବର୍ଷିପାରେ । ତେବେ ସାରା ଦେଶରେ ୧୦୩ ପ୍ରତିଶତ ବର୍ଷା ମଧ୍ୟ ହୋଇପାରେ ।…