ପୁଣିଥରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୯ ରାଜ୍ୟସଭା ସାଂସଦଙ୍କୁ ଗୃହରୁ ନିଲମ୍ବିତ
ମୌସୁମୀ ଅଧିବେଶନ ଜାରି ରହିଥିବା ବେଳେ ଗୃହରେ ହଟ୍ଟଗୋଳ ଓ ବିଶୃଙ୍ଖଳିତ ଆଚରଣ ପାଇଁ ଏକାଧିକ ବିରୋଧୀ ଦଳର ୧୯ ରାଜ୍ୟସଭା ସାଂସଦଙ୍କୁ ଗୃହରୁ ନିଲମ୍ବିତ କରାଯାଇଛି । ଏହି ସାଂସଦମାନଙ୍କୁ ଚଳିତ ସପ୍ତାହ ପାଇଁ ନିଲମ୍ବିତ କରିଛନ୍ତି ଗୃହର ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଏହି…