ଜୁନ୍ ୪ରେ କେରଳ ଛୁଇଁବ ମୌସୁମୀ !
ଚଳିତ ବର୍ଷ ଜୁନ୍ ୪ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ତେବେ ମୌସୁମୀ ବାୟୁ ସାଧାରଣତଃ ଜୁନ୍ ୧ତାରିଖରେ କେରଳ ଛୁଇଁଥାଏ । ତେବେ ଏବର୍ଷ ତିନି ଦିନ ବିଳମ୍ବ ହେବ…