Browsing Tag

monsoon

ହିଟ୍‌ ୱେଭ୍ ଜାରି : ୭ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ବୁଧବାର ଭଳି ଗୁରୁବାର ମଧ୍ୟ ପଶ୍ଚିମ ଓଡ଼ିଶାରେ ପ୍ରବଳ ତାତି ଅନୁଭୂତ ହୋଇଛି। ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଉପକୂଳରେ ଗୁଳୁଗୁଳି ସାଧାରଣ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ୪୫.୩ ଡିଗ୍ରୀ ତାପାମାତ୍ରା ସହ ବଲାଙ୍ଗିର ରାଜ୍ୟର ସବୁଠାରୁ…

ଗ୍ରୀଷ୍ମ ପ୍ରବାହ : ପଶ୍ଚିମ ଓଡ଼ିଶାର ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ଵର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉତ୍ତର-ପଶ୍ଚିମ/ପଶ୍ଚିମ ଦିଗରୁ ଆସୁଥିବା ଉତ୍ତପ୍ତ ଶୁଷ୍କ ବାୟୁ ପ୍ରଭାବରେ ପଶ୍ଚିମ ଓଡ଼ିଶାର ୭ଟି ସହରରେ ପାରଦ ୪୪ ଡିଗ୍ରୀ ଅତିକ୍ରମ କରିଛି। ପାଣିପାଗ କେନ୍ଦ୍ରର ସୂଚନା…

ଦୁର୍ବଳ ମୌସୁମୀ: ପଶ୍ଚିମ ଓ ଉପକୂଳରେ ଅସହ୍ୟ ତାତି

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): କେରଳ ଛୁଇଁବା ପରେ ଦୁର୍ବଳ ମୌସୁମୀ। ପଶ୍ଚିମ ଓ ଉପକୂଳ ଓଡ଼ିଶାରେ ଅସହ୍ୟ ତାତି। ଓଡ଼ିଶା ପାଇଁ ପାଗ ଅନୁକୂଳ ହେଉନାହିଁ। ଫଳରେ ତାତିରୁ ନିସ୍ତାର ମିଳୁନି। ଆସନ୍ତା ୩ ଦିନ ଯାଏ ଆହୁରି ଜାରି ରହିବ ଅସହ୍ୟ ତାତି। ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱାଭାବିକ ଠାରୁ…

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଜୁନ୍ ୧୦ ସୁଦ୍ଧା ଓଡ଼ିଶା ଛୁଇଁବ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମନ୍ଥର ଗତିରେ ଅତିକ୍ରମ କରୁଛି । ମୌସୁମୀ ନିର୍ଦ୍ଧାରିତ ତାରିଖର ତିନିଦିନ ପୂର୍ବରୁ କେରଳରେ ପହଞ୍ଚିଥିଲା । ହେଲେ ଏବେ କେରଳରେ ମନ୍ଥର ଅଗ୍ରଗତି କରୁଛି । ଦକ୍ଷିଣ ରାଜ୍ୟରେ ହାରାହାରି ତୁଳନାରେ ୫୦ପ୍ରତିଶତରୁ ଅଧିକ ଅଭାବ…

ମୌସୁମୀ ପୂର୍ବରୁ ତାତି ଜୀବନକୁ ଅସ୍ତବ୍ୟସ୍ତ କରୁଛି

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ପୁଣିଥରେ ପାରଦ ଉପରମୁହାଁ। କେତେକ ସ୍ଥାନରେ ଝଡ ବର୍ଷା ଦେଖିବାକୁ ମିଳୁଥିବା ବେଳେ ଅନେକ ସ୍ଥାନରେ ମୌସୁମୀ ଆଗମନ ପୂର୍ବରୁ ଅସହ୍ୟ ତାତି ଜନ ଜୀବନକୁ ଅସ୍ତବ୍ୟସ୍ତ କରୁଛି। କେତେକ ସହରରେ ତାପମାତ୍ରା ୪୪ଡିଗ୍ରୀ ଉପରେ ରହିଛି। ଶୁକ୍ରବାର…

ଭଲ ବର୍ଷା ହେବ, ଯଦି କିଛି ଅସୁବିଧା ହୁଏ ସରକାର ପ୍ରସ୍ତୁତ : କୃଷିମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଇଏମଡି ଡିଜିଙ୍କ ରିପୋର୍ଟ ଅନୁଯାୟୀ ଚଳିତବର୍ଷ ଠିକ୍‌ ବର୍ଷା ହେବ । କାଁ ଭାଁ ସ୍ଥାନରେ କମ୍‌ ବର୍ଷା ହେବ । ଯଦି କୌଣସି ଅସୁବିଧା ହୁଏ ତାହେଲେ ସରକାର ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି କୃଷିମନ୍ତ୍ରୀ ଅରୁଣ ସାହୁ। ସେପଟେ ମନ୍ତ୍ରୀ ସମବାୟ…

ଜୁନ୍ ରେ ସ୍ୱାଭାବିକ ଠାରୁ ଅଧିକ ମୌସୁମୀ ଜନିତ ବର୍ଷା, ଆଇଏମଡି ଡିଜି

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଜୁନ୍ରେ ସ୍ୱାଭାବିକ ଠାରୁ ଅଧିକ ମୌସୁମୀ ଜନିତ ବର୍ଷା ନେଇ ଆଇଏମଡି ଡିଜି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା । କେନ୍ଦ୍ର ଓଡିଶା ଓ ଉତ୍ତର ଓଡିଶାର କିଛି ଅଞ୍ଚଳରେ କମ୍ ବର୍ଷିପାରେ । ତେବେ ସାରା ଦେଶରେ ୧୦୩ ପ୍ରତିଶତ ବର୍ଷା ମଧ୍ୟ ହୋଇପାରେ ।…

କେରଳ ଛୁଇଁଲା ମୌସୁମୀ ବାୟୁ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଜି କେରଳ ଛୁଇଁଛି । ନିର୍ଦ୍ଧାରିତ ସମୟର ୩ ପୂର୍ବରୁ ମୌସୁମୀ ବାୟୁ କେରଳ ଛୁଇଁଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବରୁ ଆଇଏମଡିର ସୂଚନା ଅନୁଯାୟୀ ଜୁନ୍ ୧ରେ ମୌସୁମୀ…

ଜୁନ ପ୍ରଥମ ସପ୍ତାହରେ ମୌସୁମୀ କେରଳ ଛୁଇଁବ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଜୁନ ପ୍ରଥମ ସପ୍ତାହରେ ମୌସୁମୀ କେରଳ ଛୁଇଁବ ଜଣାପଡିଛି। ପୂର୍ବରୁ ମେ 27ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ନେଇ ଆକଳନ କରାଯାଉଥିଲା। 2ରୁ 3ଦିନ ମଧ୍ୟରେ କେରଳ ଛୁଇଁପାରେ ମୌସୁମୀ ବାୟୁ। ଏମିତି ହେଲେ ଜୁନ ଦ୍ବିତୀୟ ସପ୍ତାହ ଅର୍ଥାତ…

ସୋମବାର କେରଳ ଛୁଇଁବ ମୌସୁମୀ

ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା ଯେ, ମେ ୨୭ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବାର ସମ୍ଭାବନା ରହିଛି। ବିଭିନ୍ନ ମଡେଲରେ ନିର୍ଦ୍ଧାରିତ ତାରିଖରୁ ୪ଦିନ ଆଗୁଆ କିମ୍ବା ପଛୁଆ ହୋଇପାରେ ବୋଲି ଆକଳନ କରାଯାଇଥିଲା। ସାଧାରଣ…