ଗ୍ୟାଙ୍ଗଷ୍ଟର ମାମଲାରେ ମୁଖତାର ଅନସାରୀଙ୍କୁ ଜାମିନ
ଗ୍ୟାଙ୍ଗଷ୍ଟର ମାମଲାରେ ମୁଖତାର ଅନସାରୀଙ୍କୁ ଜାମିନ ମିଳିଛି । ଟ୍ରାଏଲ କୋର୍ଟରୁ ମିଳିଥିବା ୧୦ ବର୍ଷ କାରାଦଣ୍ଡାଦେଶ ଉପରେ ନିଷ୍ପତ୍ତି ଶୁଣାଇଛନ୍ତି ଆଲାହାବାଦ ହାଇକୋର୍ଟ । ହାଇକୋର୍ଟ ତାଙ୍କ ଜାମିନ ଆବେଦନକୁ ମଞ୍ଜୁର ଦେଇଛନ୍ତି । ଏହାସହିତ ୫ ଲକ୍ଷ ଟଙ୍କାର ଜରିମାନା ଉପରେ ମଧ୍ୟ ରହିତାଦେଶ…