ତ୍ରୀକୋଣୀୟ ପ୍ରେମକୁ ନେଇ ହତ୍ୟା, ୨ ଜଣଙ୍କୁ କୋର୍ଟ ଚାଲାଣ
କେବେ ପ୍ରେମ ପାଇଁ ଅପହରଣ ତୋ କେବେ ହତ୍ୟା। ପ୍ରେମରେ ଅନ୍ଧ ହୋଇ ମଣିଷ ମଣିଷର ଜୀବନ ନେବାକୁ ପଛାଉ ନାହିଁ। ଏଭଳି ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅଞ୍ଚଳରେ। ସୂଚନା ଅନୁଯାୟୀ ଗତ ୧୮ ତାରିଖରେ ଜୟପାଟଣା ଥାନା ପୋଲୋକାମୁଣ୍ଡା ଗ୍ରାମର ଜଣେ ୧୭ବର୍ଷୀୟ କଲେଜ ଛାତ୍ର…