ସମସ୍ୟାର ସମାଧାନ କରିବେ କହି ସୁନାଗହଣା ଲୁଟିନେଲେ ନାଗା ବାବା
ନାଗା ବାବା ଲୁଟିନେଲେ ସୁନାଗହଣା । ଭିକ୍ଷା ମାଗିବା ନାରେ ଘରକୁ ଆସି ସୁବିଧା ସୁଯୋଗ ଦେଖି ସୁନା ଗହଣା ଲୁଟିନେଇ ଛୁ ହୋଇଗଲେ ଉତର ପ୍ରଦେଶରୁ ଆସିଥିବା ନାଗାସାଧୁ । ଭୁବନେଶ୍ୱର ଉପକଣ୍ଠ ରଘୁନାଥପୁର ଗାଁରେ ଘଟିଛି ଏଭଳି ଏକ ଘଟଣା । ନନ୍ଦନକାନନ ଥାନାରେ ଏନେଇ ହୋଇଛି ଅଭିଯୋଗ । ଗତକାଲି ରାକେଶ…